www.samajalive.in
Tuesday, December 9, 2025
26.1 C
Bhubaneswar

ଭଦ୍ରକ ମଦମୃତ୍ୟୁ ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ : ଅବକାରୀ ସଚିବ

ଭୁବନେଶ୍ବର : ଭଦ୍ରକ ମଦମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯିବ ବୋଲି ଅବକାରୀ ସଚିବ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ଘଟଣାସ୍ଥଳକୁ ଅବକାରୀ କମିଶନରଙ୍କୁ ପଠାଯାଇଛି ବୋଲି ସଚିବ କହିଛନ୍ତି। ରାଜସ୍ବ, ସ୍ବାସ୍ଥ୍ୟ ଓ ପୁଲିସ ଏହି ୩ଟି ବିଭାଗ ମିଳିତ ଭାବେ ଘଟଣାର ତଦନ୍ତ କରିବେ। ତେବେ ପ୍ରାଥମିକ ତଦନ୍ତ ପରେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯିବ ବୋଲି ସୂଚନା ମିଳିଛି।

ସଚିବ କହିଛନ୍ତି, ନିର୍ବାଚନ ଦିନ ମଦମୃତ୍ୟୁ ଘଟଣା ଘଟିଥିବାରୁ ଏହାକୁ ଗୁରୁତ୍ବର ସହ ନିଆଯାଇଛି। ସାଧାରଣତଃ ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ମଦ ଦୋକାନ ବନ୍ଦ ରହେ। ତେବେ ମଦ କେଉଁଠାରୁ ଆସିଛି ତାହା ବୋତଲର ସିଲ୍‌ ଦେଖିଲେ ଜଣାପଡିବ। ପ୍ରାଥମିକ ତଦନ୍ତରେ ଦୋଷୀ ଚିହ୍ନଟ ହେଲେ କାର୍ଯ୍ୟାନୁଷ୍ଠାନ ହେବ।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories