www.samajalive.in
Sunday, December 14, 2025
14.1 C
Bhubaneswar

ଜଣେ ମହିଳାଙ୍କ ସମେତ ୬ ମାଓବାଦୀ ଗିରଫ

ଦାନ୍ତେୱାଡା (ଛତିଶଗଡ଼): ଛତିଶଗଡ଼ର ବିଭିନ୍ନ ଅଞ୍ଚଳରୁ ସୁରକ୍ଷା କର୍ମୀ ଜଣେ ମହିଳାଙ୍କ ସମେତ ୬ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି। ଗିରଫ ୬ଜଣଙ୍କ ମଧ୍ୟରେ ୪ ଜଣ ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୧ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରାଯାଇଥିଲା। ସେମାନଙ୍କ ମଧ୍ୟରେ ୩ ଜଣ ମାଓବାଦୀ ଯବାନମାନଙ୍କୁ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ବେଳେ ଦୂରଦର୍ଶନ ଭିଡିଓ ସାମ୍ବାଦିକ ଅଚ୍ୟୁତାନନ୍ଦ ସାହୁଙ୍କୁ ହତ୍ୟା ମାମଲାରେ ଜଣେ ଅଭିଯୁକ୍ତ ଅଛନ୍ତି।

ସମ୍ପୃକ୍ତ ମାଓବାଦୀଙ୍କୁ ଧରିବା ପାଇଁ ପୁଲିସ ପକ୍ଷରୁ ଦୁଇରୁ ଅଧିକ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସୁରକ୍ଷା କର୍ମୀଙ୍କୁ ହତ୍ୟା କରିବା, ବସ ଜଳାଇବା ଏବଂ ଦୂରଦର୍ଶନ କ୍ୟାମେରା ଟିମ ଉପରେ ଆକ୍ରମଣ ଓ ସାମ୍ବାଦିକଙ୍କୁ ହତ୍ୟା କରିବା ଘଟଣାରେ ପୁଲିସ ସେମାନଙ୍କୁ ଖୋଜୁଥିଲା।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories