www.samajalive.in
Sunday, December 14, 2025
26.1 C
Bhubaneswar

ସାମୁଦ୍ରିକ ଝଡ଼ ‘ଫନି’ – ମେ ୨ରୁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫନି’ର ପ୍ରଭାବ ଦୃଷ୍ଟିରୁ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ସେହି ସମୟ ମଧ୍ୟରେ ପରୀକ୍ଷା ହେବାର ଥାଏ, ତାହା ବାତିଲ କରାଯାଇ ପରବର୍ତ୍ତୀ ସମୟରେ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟ ପକ୍ଷରେ ପ୍ରବଳ ଖରା ଯୋଗୁ ଏପ୍ରିଲ୍ ୧୮ ତାରିଖରୁ ସ୍କୁଲ୍‌ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲେ ମଧ୍ୟ କିଛି ସ୍କୁଲ୍ ଏପର୍ଯ୍ୟନ୍ତ ଛୁଟି କରି ନ ଥିବାରୁ ସେମାନଙ୍କୁ ନୋଟିସ୍ ଜାରି କରି ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଇତି ମଧ୍ୟରେ ଏନ୍‌ଡିଆର୍‌ଏଫ୍‌ର ୫ଟି ଦଳକୁ ଜଗତସିଂହପୁର ଓ ଭଦ୍ରକ ପଠାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories