www.samajalive.in
Sunday, December 14, 2025
15.1 C
Bhubaneswar

ବାତ୍ୟା ‘ଫନି’ ପାଇଁ ଭୟଭୀତ ନହେବାକୁ ଟୁଇଟ୍‍ ଯୋଗେ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାମୁଦ୍ରିକ ଝଡ଼ ‘ଫନି’ରେ ଭୟଭୀତ ନହେବା ପାଇଁ ରାଜ୍ୟବାସୀଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‍ କରି କହିଛନ୍ତି। ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏବଂ ଧନଜୀବନର ସୁରକ୍ଷା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଇଛି ବୋଲି ସେ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ବାତ୍ୟା ଫନିରେ ପ୍ରଭାବିତ ହେଉଥିବା ଅଞ୍ଚଳରୁ ଲୋକମାନଙ୍କୁ ୧୦୦ ପ୍ରତିଶତ ସ୍ଥାନାନ୍ତର କରାଯିବ। ଏହି କାରଣରୁ ବୁଧବାର ଜିଲ୍ଲାପାଳ ଏବଂ ସଚିବଙ୍କ ସହ ଆଲୋଚନା କରାଯାଇଛି। ଏଥିପାଇଁ ଭୟଭୀତ ନହେବା ସହ ବାତ୍ୟାର ମୁକାବିଲା ଏବଂ ଧନଜୀବନର ସୁରକ୍ଷା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories