www.samajalive.in
Sunday, December 14, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀ ସମୀକ୍ଷା କଲେ ଫୋନି ପରବର୍ତ୍ତୀ ପରିସ୍ଥିତି

ଭୁବନେଶ୍ୱର: ଫୋନି ବାତ୍ୟାରେ ହୋଇଥିବା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମୀକ୍ଷା କରିଛନ୍ତି। ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ପାଇଁ ରାଜ୍ୟରେ ପ୍ରାୟ ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା। ସ୍ଥାନାନ୍ତରୀତ ହୋଇଥିବା ଲୋକଙ୍କୁ ଏବେ ବିଭିନ୍ନ ଆଶ୍ରୟସ୍ଥଳୀରେ ଖାଦ୍ୟ ଓ ପାନୀୟ ଦିଆଯାଉଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ପୁରୀ ଜିଲ୍ଲା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ବର୍ତ୍ତମାନ ଗମନାଗମନ ଓ ବିଦ୍ୟୁତ୍‍ ସେବା ଯୋଗାଇବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ସବିଶେଷ ରିପୋର୍ଟ ମିଳିବା ପରେ କ୍ଷୟକ୍ଷତିର ଆକଳନ କରାଯିବ ବୋଲି ସେ କହିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories