www.samajalive.in
Monday, December 8, 2025
27.1 C
Bhubaneswar

’ଫନି’ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ରବିବାର ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ବର : ସାମୁଦ୍ରିକ ଝଡ଼ ଫନି ଦ୍ବାରା ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ପ୍ରତିନିଧି ଦଳ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ବିଭାଗ ଅତିରିକ୍ତ ସଚିବ ବିବେକ ଭରଦ୍ବାଜଙ୍କ ନେତୃତ୍ବରେ ଆସୁଥିବା ୧୦ଜଣିଆ ପ୍ରତିନିଧି ଦଳ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ। ଏହି ପ୍ରତିନିଧି ଦଳରେକେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଆସୁଛନ୍ତି । ଓଡ଼ିଶା ଗସ୍ତ ଅବସରରେ ସେମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏଠାରୁ ଫେରି ସେମାନେ କ୍ଷୟକ୍ଷତି ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories