www.samajalive.in
Sunday, December 14, 2025
26.1 C
Bhubaneswar

ପାଣ୍ଠି ସଂଗ୍ରହ ପାଇଁ ୱେବ୍‍ ପୋର୍ଟାଲ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ବାତ୍ୟା ପରବର୍ତୀ ବିଭିନ୍ନ ପ୍ରକଳ୍ପ ପାଇଁ ପାଣ୍ଠି ସଂଗ୍ରହ ନିମନ୍ତେ ଏକ ୱେବ୍‍ ପୋର୍ଟାଲ ‘ରିବିଲ୍ଡ ଡଟ୍‍ ଓଡିଶା ଡଟ୍‍ ଜିଓଭି ଡଟ୍‍ ଇନ୍‍ (rebuild.odisha.gov.in)ର ଉନ୍ମୋଚନ କରିଛନ୍ତି।

ଏହି ପୋର୍ଟାଲ ମାଧ୍ୟମରେ ବାତ୍ୟା ଫୋନି ଦ୍ୱାରା ନଷ୍ଟ ହୋଇଥିବା ସରକାରଙ୍କ ଶକ୍ତି, ଗୃହ, ଶିକ୍ଷା, ଅଙ୍ଗନବାଡି ଓ ପାନୀୟ ଜଳ ଯୋଗାଣ ସମ୍ବନ୍ଧୀୟ ପ୍ରକଳ୍ପଗୁଡିକର ତଥ୍ୟ ପ୍ରଦାନ କରାଯାଇ ତାହାର ଥଇଥାନ ଓ ପୁନରୁଦ୍ଧାର ନିମନ୍ତେ ଜନସାଧାରଣଙ୍କ ଠାରୁ ପାଣ୍ଠି ସଂଗ୍ରହ କରାଯିବ। ବ୍ୟକ୍ତି ବିଶେଷ, କମ୍ପାନୀ, ବିଭିନ୍ନ ସରକାରୀ ଉଦ୍ୟୋଗ ଓ ସଂସ୍ଥା ଏହି ପୋର୍ଟାଲ ମାଧ୍ୟମରେ ପାଣ୍ଠି ପ୍ରଦାନ କରିପାରିବେ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories