www.samajalive.in
Friday, December 12, 2025
15.1 C
Bhubaneswar

ରେଳଧାରଣାରୁ ଗୁରୁତର ଅବସ୍ଥାରେ ଯୁବତୀ ଉଦ୍ଧାର

କଟକ : କୁଆଖାଇ ରେଳଧାରଣା ବ୍ରିଜରୁ ଗୁରୁତର ଅବସ୍ଥାରେ ଜଣେ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ଯୁବତୀଙ୍କ ୨ ଗୋଡ ଓ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିବା ଜଣାପଡିଛି। ତାଙ୍କୁ ଉଦ୍ଧାର କରାଯାଇ କଟକ ଏସସ୍‌ବିରେ ଭର୍ତ୍ତି କରାଯାଇଛି। ରେଳ ବିଭାଗ କର୍ମଚାରୀମାନେ ଟ୍ରାକ୍‌ ଯାଞ୍ଚ କରୁଥିବା ବେଳେ​‌ ଯୁବତୀଙ୍କୁ ଉଦ୍ଧାର କରିଥିଲେ। ତେବେ ଯୁବତୀ ଜଣଙ୍କର ପରିଚୟ ମିଳିନାହିଁ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories