ଅନୁଗୁଳ : ଅନୁଗୁଳ ଜିଲା ଛେଣ୍ଡିପଦା ଦୁର୍ଗାପୁର ବଜାରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ଦୋକାନ ପୋଡିଯାଇଛି। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Popular Categories



