www.samajalive.in
Monday, December 8, 2025
27.1 C
Bhubaneswar

ବଳଦ ସହ ଧକ୍କା ହୋଇ ବାଇକ ଆରୋହୀ ଗୁରୁତର

ବୌଦ୍ଧ : ବୌଦ୍ଧ ଜିଲା ବାଉଁଶୁଣି ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥ ସ୍ଥିତ ସିଙ୍ଗାରି ଢାବା ନିକଟରେ ଏକ ବଳଦ ସହ ପିଟି ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ବୁଧବାର ଅପରାହ୍ନରେ ବ୍ୟକ୍ତି ଜଣକ ବାଇକରେ ବୌଦ୍ଧକୁ ଆସୁଥିବା ସମୟରେ ହଠାତ ବଳଦ ସାମ୍ନାକୁ ଆସିଯାଇଥିଲା। ଫଳରେ ବାଇକ ଆରୋହୀ ଭାରସାମ୍ୟ ହରାଇ ପିଟି ହୋଇ ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ବୌଦ୍ଧ ସଦର ଡ଼ାକ୍ତରଖାନାକୁ ପ୍ରଥମେ ନିଆଯାଇଥିଲା। ମାତ୍ର ତାଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories