ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ହେବଗିରି ଥାନା ମୁଣ୍ଡରକ୍ଷେତ ଗ୍ରାମ ନିକଟରେ ଟ୍ରାକ୍ଟର ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣାପରେ ଟ୍ରାକ୍ଟର ଚାଳକ ଫେରାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ ଟ୍ରାକ୍ଟରଟିକୁ ଜାଳିଦେଇଥିବା ଜଣାପଡ଼ିଛି।
Popular Categories



