www.samajalive.in
Sunday, December 7, 2025
15.1 C
Bhubaneswar

ଗାଜର ପରଟା

ଆବଶ୍ୟକ ସାମଗ୍ରୀ
ଅଟା – ୨କପ
ଲୁଣ – ଆବଶ୍ୟକ ପରିମାଣରେ
ପାଣି – ୧କପ
ବଟର – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
କୋରା ଗାଜର – ୫ଟି
କୋରା ଅଦା – ଅଳ୍ପ
କଟା ପିଆଜ – ୨ଟି
କଟା କଞ୍ଚାଲଙ୍କା – ୨ଟି
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଆମଚୁର ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବାପରେ ଅଦା, କୋରା ଗାଜର, ପିଆଜ ଲୁଣ, କଞ୍ଚାଲଙ୍କା, ଜିରା ଗୁଣ୍ଡ, ଆମଚୁର ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ ପକାଇ ଭଲ ଭାବେ ଗୋଳାଇ ଭାଜି ଦିଅନ୍ତୁ। ଭାଜିବା ପରେ ଏହି ମିଶ୍ରଣକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ଏବେ ଏକ ପାତ୍ରରେ ଅଟା, ଲୁଣ ପକାଇ ଭଲ ଭାବେ ଚକଟି ଦିଅନ୍ତୁ। ଚକଟିବା ପରେ ଛୋଟ ଛୋଟ ଗୁଳା ଆକୃତିର କରନ୍ତୁ। ଏହାପରେ ଗୁଳାକୁ ଅଳ୍ପ ବେଲି ତା’ମଧ୍ୟରେ ମିଶ୍ରଣକୁ ଭରି ପୁଣି ପରଟା ଆକୃତିର ବେଲି ଦିଅନ୍ତୁ। ଏବେ ଗ୍ୟାସରେ ତାୱା ବସାଇ ବଟରରେ ବେଲି ଥିବା ପରଟାକୁ ଭଲ ଭାବେ ସେକି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଗାଜର ପରଟା। ଏହାକୁ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories