www.samajalive.in
Wednesday, December 10, 2025
16.1 C
Bhubaneswar

ବୈଜୟନ୍ତଙ୍କଠାରୁ ୨୭ ହଜାର ଭୋଟରେ ଆଗୁଆ ଅନୁଭବ

କେନ୍ଦ୍ରାପଡ଼ା : ରାଜ୍ୟରେ ସଭିଙ୍କ ନଜରରେ ରହିଥିବା କେନ୍ଦ୍ରାପଡ଼ା ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଓ ବିଜେଡ଼ି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କ ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ତେବେ ଦିନ ୧ଟା ୩୦ ସୁଦ୍ଧା ଅନୁଭବଙ୍କ ପଲା ଭାରି ରହିଛି। ସେ ବୈଜୟନ୍ତଙ୍କଠାରୁ ୨୭୦୦୦ ଭୋଟରେ ଆଗୁଆ ରହିଛନ୍ତି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories