www.samajalive.in
Friday, December 12, 2025
14.1 C
Bhubaneswar

ଯୋଗୀ ସରକାରର ପ୍ରଥମ ପୁନର୍ଗଠନ ହେବ

ଲକ୍ଷ୍ନୌ : ନିର୍ବାଚନ ଶେଷ ପରେ ଉତ୍ତରପ୍ରଦେଶ ସରକାର ମନ୍ତ୍ରିମଣ୍ଡଳ ଅଦଳବଦଳ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବ୍‌ ଶୀଘ୍ର ଏହା ଶେଷ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ମନ୍ତ୍ରିମଣ୍ଡଳର ତିନି ଜଣ ସଦସ୍ୟ ଲୋକସଭା ନିର୍ବାଚନରେ ବିଜୟଲାଭ କରିଥିବା ଓ ସହଯୋଗୀ ଦଳର ଜଣେ ମନ୍ତ୍ରୀଙ୍କୁ ବହିଷ୍କାର କରାଯାଇଥିବା ପରିପ୍ରେକ୍ଷୀରେ ପୁନର୍ଗଠନର ଆବଶ୍ୟକତା ରହିଥିବା ସେ କହିଛନ୍ତି। ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂହ, ମହେନ୍ଦ୍ର ସିଂହ, ରୀତା ବହୁଗୁଣା ଯୋଶୀ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ଏସ୍‌ବିଏସ୍‌ପି ନେତା ସମ୍‌ପ୍ରକାଶ ରାଜଭରଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କ ସ୍ଥାନରେ ନୂଆ ମନ୍ତ୍ରୀଙ୍କୁ ନିଆଯିବ।

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories