www.samajalive.in
Friday, December 12, 2025
27.1 C
Bhubaneswar

ନବୀନଙ୍କ ୨୧ ଜଣିଆ ମନ୍ତ୍ରିମଣ୍ଡଳ : ୧୧ କ୍ୟାବିନେଟ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ବର : କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆସନ୍ତାକାଲି ଶପଥ ଗ୍ରହଣ କରିବେ । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପୂର୍ବାହ୍ନ ସାଢ଼େ ୧୦ଟାରେ ଶ୍ରୀ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀ ପରିଷଦ ଶପଥ ନେବେ । ତେବେ ଇତି ମଧ୍ୟରେ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କ ନାମ  ଚୁଡାନ୍ତ ହୋଇଛି । ନବୀନଙ୍କୁ ମିଶାଇ ମୋଟ ୨୧ ଜଣିଆ ମନ୍ତ୍ରିମଣ୍ଡଳ ଆସନ୍ତାକାଲି ଶପଥ ନେବେ । ୧୧ଜଣ କ୍ୟାବିନେଟ ମନ୍ତ୍ରୀ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଆସନ୍ତାକାଲି ଶପଥ ନେବେ।

କ୍ୟାବିନେଟ ମନ୍ତ୍ରୀ

ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିକ୍ରମ କେଶରୀ ଆରୁଖ, ପ୍ରଫୁଲ୍ଲ ମଲ୍ଲିକ, ନିରଞ୍ଜନ ପୁଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ପଦ୍ମନାଭ ବେହେରା, ଅରୁଣ ସାହୁ, ସୁଦାମ ମାରାଣ୍ଡି, ନବ କିଶୋର ଦାସ ଓ ଟୁକୁନି ସାହୁ ।

- Advertisement -

ରାଷ୍ଟ୍ରମନ୍ତ୍ରୀ

ଅଶୋକ ଚନ୍ଦ୍ର ପଣ୍ଡା, ସମୀର ରଞ୍ଜନ ଦାଶ, ଜ୍ୟୋତି ପ୍ରକାଶ ପାଣିଗ୍ରହୀ, ଦିବ୍ୟ ଶଙ୍କର ମିଶ୍ର, ପ୍ରେମାନନ୍ଦ ନାୟକ, ରଘୁ ନନ୍ଦନ ଦାସ, ପଦ୍ମିନୀ ଦିଆନ, ତୁଷାରକାନ୍ତି ବେହେରା ଓ ଜଗନ୍ନାଥ ସରକା।

ରାଜଭବନ ସୂତ୍ରରୁ , ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories