www.samajalive.in
Thursday, December 11, 2025
23.1 C
Bhubaneswar

ନବୀନଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ ମୋଦୀ ଓ ଧର୍ମେନ୍ଦ୍ର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ନୂଆ ଟିମକୁ ମଧ୍ୟ ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶାର ବିକାଶ ପାଇଁ କେନ୍ଦ୍ରର ସହଯୋଗ ରହିବ ବୋଲି ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି।

- Advertisement -

ନବୀନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୦ଟା ୪୫ମିନିଟରେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି। ନବୀନଙ୍କ ଶପଥ ପରେ ତାଙ୍କ କ୍ୟାବିନେଟ ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀମାନେ ଶପଥ ପାଠ କରିଛନ୍ତି।

 

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories