www.samajalive.in
Sunday, December 7, 2025
14.1 C
Bhubaneswar

ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ

ଇଟାନଗର : ବିଜେପି ନେତା ପେମା ଖାଣ୍ଡୁ ବୁଧବାର ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏଥରକୁ ମିଶାଇ ସେ ଦ୍ୱିତୀୟ ଥରପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ରାଜ୍ୟପାଳ ବି.ଡି. ମିଶ୍ରା, ପେମା ଖାଣ୍ଡୁ ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ  ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ପେମା ଖାଣ୍ଡୁଙ୍କ ସମେତ ଅନ୍ୟ ୧୧ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।

୬୦ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେପି ୪୧ଟି ଆସନରେ ଐତିହାସିକ  ବିଜୟ ହାସଲ କରିଛି । ଶ୍ରୀ ଖାଣ୍ଡୁ ସର୍ବସମ୍ମତିକ୍ରମେ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories