www.samajalive.in
Wednesday, December 10, 2025
16.1 C
Bhubaneswar

ମୋଦୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେବେ ରାହୁଲ ଓ ସୋନିଆ!

ନୂଆଦିଲ୍ଲୀ : ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ବହୁ ବରିଷ୍ଠ କଂଗ୍ରେସ ଦଳ ନେତା ଏନଡିଏ ସଂସଦୀୟ ନେତା (ପ୍ରଧାନମନ୍ତ୍ରୀ) ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଖବର ସରବରାହ ସଂସ୍ଥା ଏଏନଆଇ ଏହି ସୂଚନା ପ୍ରଦାନ କରିଛି। ଗୁରୁବାର ସଂନ୍ଧ୍ୟା ରାଷ୍ଟ୍ରପତି ଭବନରେ ଏହି ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ ଯେ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ଲାଗି ସମସ୍ତ ବିମଷ୍ଟିକ୍ ଦେଶଗୁଡ଼ିକର ନେତାମାନେ ରାଜି ହୋଇଛନ୍ତି । ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର କହିଛନ୍ତି, ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଅବଦୁଲ୍‍ ହମିଦ୍‍, ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଳ ସିରିସେନା, ମ୍ୟାଁମାର ରାଷ୍ଟ୍ରପତି ୟୁ ୱିନ୍‍ ମିଣ୍ଟ, ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି, ଭୁଟାନ୍‍ ପ୍ରଧାନମନ୍ତ୍ରୀ ଡକ୍ଟର ଲୋଟେ ଶେରିଙ୍ଗ୍‍ ଓ ଥାଇଲ୍ୟାଣ୍ଡର ସ୍ୱତନ୍ତ୍ର ଦୂତ ଗ୍ରୀସାଦା ବୁନ୍ରାତଚ୍‍ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ମରିସସ୍‍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ୍‍ କୁମାର ଜଗନ୍ନାଥ ଓ କିରଗୀଜ୍‍ ସାଧାରଣତନ୍ତ୍ର ରାଷ୍ଟ୍ରପତି ସୁରନ୍ବେ। ଜିନ୍ବେ୍କବ ମଧ୍ୟ ଯୋଗ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି।

Hot this week

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

Related Articles

Popular Categories