www.samajalive.in
Sunday, December 7, 2025
23.1 C
Bhubaneswar

ଆରମ୍ଭ ହେଲା କ୍ରିକେଟ୍‍ ବିଶ୍ୱକପ-୨୦୧୯ : ପ୍ରଥମ ମ୍ୟାଚ ଇଂଲଣ୍ଡ-ଦ. ଆଫ୍ରିକା, ଟସ୍‍ ଜିତି ଦ.ଆଫ୍ରିକାର ବୋଲିଂ ନିଷ୍ପତ୍ତି

ଓଭାଲ : ଗୁରୁବାର ଠାରୁ ଆରମ୍ଭ ହୋଇଯାଇଛି କ୍ରିକେଟ୍‍ ବିଶ୍ପକପ-୨୦୧୯। ଚଳିତ ବର୍ଷ ବିଶ୍ୱକପର ପ୍ରଥମ ମ୍ୟାଚରେ ଇଂଲଣ୍ଡର ଓଭାଲ କ୍ରିକେଟ ଗ୍ରାଉଣ୍ଡରେ ଘରୋଇ ଦଳ ଦକ୍ଷିଣ ଆଫ୍ରିକାକୁ ଭେଟିଛି। ଦକ୍ଷିଣ ଆଫ୍ରିକା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ବର୍ତ୍ତମାନ ସୁଦ୍ଧା ଇଂଲଣ୍ଡ ୧୬ଓଭର ଶେଷ ସୁଦ୍ଧା ଗୋଟିଏ ୱିକେଟ ହରାଇ ୯୮ରନ କରିଛି।

ଚଳିତ ବର୍ଷ କ୍ରିକେଟ ବିଶ୍ୱକପ ମଇ ୩୦ରୁ ଜୁଲାଇ ୧୪ପର୍ଯ୍ୟନ୍ତ ଖେଳାଯିବ। କ୍ରିକେଟ ବିଶ୍ୱକପର ପ୍ରଥମ ମ୍ୟାଚ୍ ଘରୋଇ ଦଳ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଇଂଲଣ୍ଡର ଦି ଓଭାଲ କ୍ରିକେଟ୍‍ ଷ୍ଠାଡିୟମରେ ଖେଳାଯିବ। ସେହିଭଳି ଜୁନ ୫ରେ ଭାରତ ତାର ପ୍ରଥମ ମ୍ୟାଚରେ ଇଂଲଣ୍ଡର ରୋଜ କ୍ରିକେଟ୍‍ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଚଳିତ ବିଶ୍ୱ କପ୍‍ରେ ୧୦ଟି ଦେଶ ଇଂଲଣ୍ଡ, ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ବାଙ୍ଗଳାଦେଶ, ଇଂଲଣ୍ଡ, ଭାରତ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories