www.samajalive.in
Saturday, December 13, 2025
26.1 C
Bhubaneswar

ଜୁନ ଶେଷ ସପ୍ତାହରେ ଓଡିଶା ଫେରିବେ ଜଗାକାଳିଆ

ଭୁବନେଶ୍ବର : ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଥିବା ଜଗାକାଳିଆ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି । ସେମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି । ସେମାନଙ୍କୁ ଆଉ କୌଣସି ସ୍ୱତନ୍ତ୍ର ଚିକିତ୍ସାର ଆବଶ୍ୟକତା ନାହିଁ ବୋଲି ଦିଲ୍ଲୀ ଏମସର ଡାକ୍ତର କହିଛନ୍ତି । ଆସନ୍ତା ଜୁନ ମାସ ଶେଷ ସପ୍ତାହରେ ସେମାନେ ଓଡିଶା ଫେରିବେ ବୋଲି ସୂଚନା ମିଳିଛି । ଏମସର ଜଣେ ଡାକ୍ତର ଏବଂ ନର୍ସଙ୍କ ଦାୟିତ୍ୱରେ ଜଗାକାଳିଆଙ୍କୁ ବିମାନରେ ଓଡିଶା ଅଣାଯିବ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ଏକ ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଯୋଡାମୁଣ୍ଡ ଶିଶୁ ଜଗାକାଳିଆଙ୍କୁ ଅଲଗା କରାଯାଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories