www.samajalive.in
Saturday, December 13, 2025
18.1 C
Bhubaneswar

କ୍ରିକେଟ ବିଶ୍ବକପ୍-୨୦୧୯ : ଟସ୍ ଜିତି ପାକିସ୍ତାନକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ୱେଷ୍ଟଇଣ୍ଡିଜ

ଇଂଲଣ୍ଡ : କ୍ରିକେଟ ବିଶ୍ବକପ-୨୦୧୯ର ଦ୍ବିତୀୟ ମ୍ୟାଚ ଶୁକ୍ରବାର ଇଂଲଣ୍ଡର ଟ୍ରେଣ୍ଡ୍ ବ୍ରିଜ୍ ଷ୍ଟାଡ଼ିୟମରେ ୱେଷ୍ଟ ଇଣ୍ଡିଜ୍ ଓ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ୱେଷ୍ଟ ଇଣ୍ଡିଜ୍ ପ୍ରଥମେ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି । ବର୍ତ୍ତମାନ ୧୦ଓଭର ଶେଷ ସୁଦ୍ଧା ପାକିସ୍ତାନ ୩ ୱିକେଟ ହରାଇ ୪୫ରନ ସଂଗ୍ରହ କରିଛି।
ଚଳିତ ବର୍ଷ କ୍ରିକେଟ ବିଶ୍ୱକପ ମଇ ୩୦ରୁ ଜୁଲାଇ ୧୪ପର୍ୟ୍ୟନ୍ତ ଖେଳାଯିବ। କ୍ରିକେଟ ବିଶ୍ୱକପର ପ୍ରଥମ ମ୍ୟାଚ୍ ଘରୋଇ ଦଳ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଇଂଲଣ୍ଡର ଦି ଓଭାଲ କ୍ରିକେଟ୍ ଷ୍ଠାଡିୟମରେ ଖେଳାଯିବ। ସେହିଭଳି ଜୁନ ୫ରେ ଭାରତ ତାର ପ୍ରଥମ ମ୍ୟାଚରେ ଇଂଲଣ୍ଡର ରୋଜ କ୍ରିକେଟ୍ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଚଳିତ ବିଶ୍ୱ କପ୍ରେ ୧୦ଟି ଦେଶ ଇଂଲଣ୍ଡ, ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ବାଙ୍ଗଳାଦେଶ, ଇଂଲଣ୍ଡ, ଭାରତ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories