www.samajalive.in
Wednesday, December 10, 2025
16.1 C
Bhubaneswar

ମୋଦୀ ମନ୍ତ୍ରୀମଣ୍ଡଳରେ ୬ ମହିଳା ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ମହିଳା ମନ୍ତ୍ରୀଙ୍କୁ ବହୁ ଗୁରୁତ୍ୱପୁର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ମନ୍ତ୍ରୀମଣ୍ଡଳରେ ସବୁଠାରୁ ଗୁରୁତ୍ୱପୁର୍ଣ୍ଣ ଅର୍ଥ ବିଭାଗ ନିର୍ମଳା ସୀତାରମଣଙ୍କୁ ଦିଆଯାଇଛି। ସେହିପରି ଅମେଥିରୁ ସାଂସଦ ହୋଇଥିବା ସ୍ମୃତି ଇରାନୀଙ୍କୁ ମହିଳା ଓ ଶିଶୁ କଲ୍ୟାଣ, ବୟନଶିଳ୍ପ ବିଭାଗର ଦାୟିତ୍ୱ ଦିଆଯାଇଛି। ଏହିକ୍ରମରେ ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ୬ଜଣ ମହିଳାଙ୍କୁ ମନ୍ତ୍ରୀପଦ ମିଳିଛି। ଏମାନଙ୍କ ମଧ୍ୟରୁ ୩ଜଣ ରାଷ୍ଟ୍ରମନ୍ତ୍ରୀ ରହିଛନ୍ତି। ତେବେ ଆସନ୍ତୁ ଜାଣିବା କେଉଁ ମହିଳାମନ୍ତ୍ରୀ କେଉଁ ବିଭାଗ ଦାୟିତ୍ୱ ଦିଆଯାଇଛି।
୧. ନିର୍ମଳା ସୀତାରମଣ – ଅର୍ଥମନ୍ତ୍ରୀ
୨. ସ୍ମୃତି ଇରାନୀ – ମହିଳା ଓ ଶିଶୁ ବିକାଶ, ବୟନଶିଳ୍ପ
୩. ହରସିମରତ କୌର – ଖାଦ୍ୟ ପ୍ରସ୍ତୁତିକରଣ ମନ୍ତ୍ରୀ
ରାଷ୍ଟ୍ରମନ୍ତ୍ରୀ
୧. ସ୍ୱାଧୀ ନିରଞ୍ଜନ ଜ୍ୟୋତି
୨. ରେଣୁକା ସିଂହ
୩. ଦେବାଶ୍ରୀ ଚୌଧୁରୀ

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories