www.samajalive.in
Monday, December 15, 2025
27.1 C
Bhubaneswar

ପ୍ରତିରକ୍ଷା ସଚିବଙ୍କ କାର୍ଯ୍ୟକାଳ ୩ ମାସ ବୃଦ୍ଧି

ନୂଆଦିଲ୍ଲୀ : ପ୍ରତିରକ୍ଷା ସଚିବ ସଞ୍ଜୟ ମିତ୍ରଙ୍କ କାର୍ଯ୍ୟକାଳକୁ ୩ ମାସ ବୃଦ୍ଧି କରାଯାଇଛି। ୧୯୮୨ ବ୍ୟାଚ ପଶ୍ଚିମବଙ୍ଗ କ୍ୟାଡର ଆଇଏଏସ୍ ଅଫିସର ଶ୍ରୀ ମିତ୍ର ଶୁକ୍ରବାର ଅବସର ଗ୍ରହଣ କରିବାକୁ ଥିବାବେଳେ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ୨୦୧୭ ମେ’ରେ ଦୁଇବର୍ଷ ପାଇଁ ମିତ୍ରଙ୍କୁ ପ୍ରତିରକ୍ଷା ସଚିବ ପଦ​‌େ​‌ର ନିଯୁକ୍ତି ଦିଆଯାଇଥିଲା। ପ୍ରତିରକ୍ଷା ସଚିବ ପଦରେ ନିଯୁକ୍ତି ପୂର୍ବରୁ ଶ୍ରୀ ମିତ୍ର କେନ୍ଦ୍ର ସଡକ ପରିବହନ ମନ୍ତ୍ରଣାଳୟ ସଚିବ ଓ ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିଥିଲେ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories