www.samajalive.in
Monday, December 8, 2025
13.1 C
Bhubaneswar

ଝିଅଙ୍କ ବାଜିମାତ୍ ; ପଛରେ ପଡିଲେ ପୁଅ

ଭୁବନେଶ୍ବର : ଚଳିତ ବର୍ଷ +୨ ବିଜ୍ଞାନ ପରୀକ୍ଷାରେ ପୁଅଙ୍କୁ ପଛରେ ପକାଇ ପୁଣି ବାଜି ମାରିଛନ୍ତି ଝିଅ । ଏଥର ୯୭, ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୦, ୭୧୬ ଜଣ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪୦,୦୫୮ ଜଣ ଛାତ୍ର ପାସ୍ କରିଥିବା ବେଳେ ୩୦, ୬୮୪ ଛାତ୍ରୀ ପାସ୍ କରିଛନ୍ତି । ପୁଅଙ୍କ ପାସ ହାର ୭୦. ୪ ପ୍ରତିଶତ ରହିଥିବା ବେଳେ ୭୫. ୦୨ ପ୍ରତିଶତ ଝିଅଙ୍କ ପାସ୍ ହାର ରହିଛି । ହାରାହାରି ଭାବରେ ପୁଅଙ୍କ ଠାରୁ ଝିଅ ଆଗରେ ରହିଛନ୍ତି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories