www.samajalive.in
Thursday, December 11, 2025
23.1 C
Bhubaneswar

ଦେହରେ କିରାସିନି ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭଦ୍ରକ : ଭଦ୍ରକ ଜିଲା ସାନକୃଷ୍ଣପୁର ଗ୍ରାମରେ ଜଣେ ମହିଳା ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ମହିଳାଙ୍କ ଶରୀରର ପ୍ରାୟ  ୯୦ପ୍ରତିଶତ ଜଳି ଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମହିଳାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ବାମୀ ଆହତ ହୋଇଥିବା ଜଣାପଡିଛି। ତେବେ ପାରିବାରିକ କଳହରୁ ମହିଳା ଜଣକ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଜଣାପଡିଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories