www.samajalive.in
Sunday, December 7, 2025
23.1 C
Bhubaneswar

ରାଶି ଅନୁଯାୟୀ ଆପଣାନ୍ତୁ ଏହି ଉପାୟ, ମିିଳିବ ଶୁଭଫଳ

ଭଲ ଓ ଖରାପ ସମୟ ଆମ ଜୀବନର ଅଂଶ ଅଟନ୍ତି। କିନ୍ତୁ ବହୁବାର ଏପରି ଦେଖାଯାଏ ଯେ, ଆମ ଜୀବନରୁ ଖରାପ ସମୟ ଶେଷ ହୋଇନଥାଏ। ତେଣୁ ଏପରି ଅନୁଭବ ହୋଇଥାଏ ଯେ, ଅନେକ ଚେଷ୍ଟା କରିବା ସର୍ତ୍ତେ ମଧ୍ୟ କାର୍ଯ୍ୟରେ ସଫଳତା ମିଳିନଥାଏ। ପରିବାର ମଧ୍ୟରେ ସଂପର୍କରେ ତିକ୍ତତା ଦେଖାଯାଇଥାଏ। ଏପରି ସମୟରେ ଲୋକେ ଏହାର ସମାଧାନ ପାଇଁ ବହୁ ଉପାୟ କରିଥାଆନ୍ତି। ମାତ୍ର ରାଶି ଅନୁଯାୟୀ କେତେକ ସହଜ ଉପାୟ କରିବା ଦ୍ୱାରା ଆମେ ଏହି ସମସ୍ୟାରୁ ମୁକ୍ତି ପାଇପାରିବା ….
ମେଷ – ଦୁଃଖ ସମୟରେ ଏହି ରାଶିର ବ୍ୟକ୍ତିଙ୍କୁ କଳା ରଙ୍ଗର ପୋଷାକ ପିନ୍ଧିବା ଉଚିତ ନୁହେଁ।
ବୃଷ – ଏହି ରାଶିର ବ୍ୟକ୍ତିମାନେ ଦକ୍ଷିଣ ମୁଖୀ ଶଙ୍ଖ ରଖି ପୂଜା କରିବା ଉଚିତ।
ମିଥୁନ – ଏହି ରାଶିର ବ୍ୟକ୍ତିମାନେ ଧଳା ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
କର୍କଟ – ଏହି ରାଶିର ବ୍ୟକ୍ତିମାନେ ନିଜ ଘରେ ଶାମୁକା ଓ କଉଡ଼ି ଆଣି ରଖିବା ଉଚିତ।
ସିଂହ – ଏହି ରାଶିର ବ୍ୟକ୍ତିମାନେ ପୂଜାରେ ଅକ୍ଷତ ବ୍ୟବହାର କରିବା ଅତ୍ୟନ୍ତ ଶୁଭ ହୋଇଥାଏ।
କନ୍ୟା – ଏହି ରାଶିର ବ୍ୟକ୍ତିମାନେ ନିଜର ଦୁଃଖ ଓ ଅସୁବିଧା ସମୟରେ ନିୟମିତ ଘିଅର ଦୀପ ଲଗାଇବା ଉଚିତ।
ତୁଳା – ଏହି ରାଶିର ବ୍ୟକ୍ତିମାନେ ଗୃହରେ  ଶ୍ରୀଯନ୍ତ୍ର ରଖିବା ଅତ୍ୟନ୍ତ ଶୁଭଦାୟକ ଅଟେ।
ବିଛା – ଏହି ରାଶିର ବ୍ୟକ୍ତିମାନେ ଧଳା ରଙ୍ଗର ପୋଷାକ ପିନ୍ଧିବା ଅତ୍ୟନ୍ତ ଶୁଭ ହୋଇଥାଏ।
ଧନୁ – ଏହି ରାଶିର ବ୍ୟକ୍ତିମାନେ ଗୃହରେ ରୁଦ୍ରାକ୍ଷ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ।
ମକର – ଏହି ରାଶିର ବ୍ୟକ୍ତିମାନେ କଳାରଙ୍ଗର ଦ୍ରବ୍ୟ ବ୍ୟବହାର କରିବା ଉଚିତ।
କୁମ୍ଭ – ଏହି ରାଶିର ବ୍ୟକ୍ତିରମାନେ ଚନ୍ଦନର ଦୀପ ଲଗାଇବା ଉଚିତ।
ମୀନ – ଏହି ରାଶିର ବ୍ୟକ୍ତିମାନେ ମଧ୍ୟ କଳାରଙ୍ଗର ଦ୍ରବ୍ୟ ବ୍ୟବହାର କରିବା ଉଚିତ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories