www.samajalive.in
Monday, December 8, 2025
17.1 C
Bhubaneswar

ବିଦ୍ୟୁତ୍ ଆଘାତରେ ବୃଦ୍ଧଙ୍କ ମୃତ୍ୟୁ

ସୋର : ବାଲେଶ୍ବର ଜିଲା ସୋର ଥାନା ଅନ୍ତର୍ଗତ ନଦିଗାଁ ଅଞ୍ଚଳରେ ଗୁରୁବାର ବିଦ୍ୟୁତ୍ ଆଘାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ଖଗେଶ୍ବର ପତି। ସେ ତାଙ୍କ ବାଡ଼ିରେ ଥିବା ଗଛରେ ପାଣି ଦେଉଥିବା ସମୟରେ ଛିଡ଼ି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପରିବାର ଲୋକେ ତାଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୋର ପୁଲିସ ଖବର ପାଇ ସେଠାରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଚେଦ ପାଇଁ ପଠାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories