www.samajalive.in
Saturday, December 13, 2025
26.1 C
Bhubaneswar

ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

କୋରାପୁଟ: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । କୋରାପୁଟ ଜିଲା ନାରାୟଣପାଟଣା ଅନ୍ତର୍ଗତ ଏକ ଜଙ୍ଗଲରେ କମ୍ବିଂ ଅପରେସନ କରୁଥିବା ବେଳେ ବିଏସଏଫ ଯବାନମାନେ ବିପୁଳ ପରିମାଣର ମାଓ ସାମଗ୍ରୀ କରିଛନ୍ତି । ଜବତ ମାଓ ସାମଗ୍ରୀକୁ ବିଏସଏଫ କ୍ୟାମ୍ପକୁ ଅଣାଯାଇଛି । ଆଖପାଖ ଅଞ୍ଚଳରେ ନକ୍ସଲମାନେ ଆହୁରି ଅନେକ ବିସ୍ଫୋରକ ଲୁଚାଇ ରଖିଥିବା ଅନୁମାନ କରାଯାଉଚି । ବର୍ତ୍ତମାନ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories