www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୁର୍ଣ୍ଣ ବୈଠକ ; ୬ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚ୍ଚିବାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି। ପୂର୍ବତନ ବିଧାୟକଙ୍କ ବୀମା, ସ୍ବାସ୍ଥ୍ୟ, ଏବଂ ଭତ୍ତା ବୃଦ୍ଧି ପ୍ରସ୍ତାବକୁ ମଧ୍ୟ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ କରିଛି। ପୂର୍ବତନ ବିଧାୟକଙ୍କ ବୀମା ରାଶି ୨ଲକ୍ଷ ଟଙ୍କା ଥିବା ବେଳେ ବର୍ତ୍ତମାନ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ମାସିକ ମେଡିକାଲ ଭତ୍ତା ମଧ୍ୟ ୨୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଗୁଣୁପୁର ଜିଆଇଇଟିକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି।

ସେହିପରି ଫରେଷ୍ଟରଙ୍କ ଯୋଗ୍ୟତା +୩  ବିଜ୍ଞାନକୁ ବୃଦ୍ଧି କରାଯାଇଛି । ବେଲପାହାଡ ଏବଂ ଝାରସୁଗୁଡା ଭୂତଳ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ସମବାୟ ଆଇନ ଓ ଭୂତଳ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories