ବାଲେଶ୍ବର : ବାଲେଶ୍ବରର ସହକାରୀ ପରିସଂଖ୍ୟାନ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରାଯାଇଛି। ସହକାରୀ ପରିସଂଖ୍ୟାନ ଅଧିକାରୀ ହେଉଛନ୍ତି ପରମେଶ୍ବର ରାଉତ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇଛି। ତାଙ୍କର ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି।
ବାଲେଶ୍ବର ସହକାରୀ ପରିସଂଖ୍ୟାନ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
Popular Categories



