www.samajalive.in
Saturday, December 6, 2025
16.1 C
Bhubaneswar

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର : ଭୁବନେଶ୍ବର ଶିଶୁପାଳଗଡର ଏକ ଘର ଭିତରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ହୋଟେଲ ମ୍ୟାନେଜମେଣ୍ଟର ଛାତ୍ର ବୋଲି ଜଣାପଡିଛି। ​‌ସେ ନିଜର ଜଣେ ସମ୍ପକୀୟଙ୍କ ଘରେ ରହି ପାଠ ପଢୁଥିଲେ। ମଙ୍ଗଳବାର ସକାଳେ ତାଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହାକୁ ନେଇ ଛାତ୍ରଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories