www.samajalive.in
Sunday, December 7, 2025
18.1 C
Bhubaneswar

ଶିକ୍ଷୟିତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ

ଭୁବନେଶ୍ୱର : କଟକ ତେଲେଙ୍ଗାପେଣ୍ଠ ସଇଁନ୍ଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ଼୍‍ କରାଯାଇଛି। ମିଳିଥିବା ଖବର ଅନୁସାରେ, ଭୁବନେଶ୍ୱର ସ୍ଥିତ ତାଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଚଢଉ ଚାଲିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories