www.samajalive.in
Wednesday, December 10, 2025
14.1 C
Bhubaneswar

ଅଟୋକୁ ଧକ୍କା ଦେଲା ବସ୍ ୪ ମୃତ, ୩ ଗୁରୁତର

ଜୟପୁର : କେରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଏନ୍‍ଏଚ୍‍ -୨୬ ମଝିଆ ଛକ ନିକଟରେ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ମଝିଆ ଛକରେ ଅଟୋକୁ ଏକ ବସ୍‍ ଧକ୍କା ଦେଇଥିଲା। ଧକ୍କା ଦେବାଫଳରେ ୪ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ୩ ଜଣଙ୍କୁ ବୋରିଗୁମ୍ମା ଡ଼ାକ୍ତରଖାନାରେ ଭର୍ତ୍ତି କରଯାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories