www.samajalive.in
Monday, December 8, 2025
14.1 C
Bhubaneswar

ଆଜି ସଂସଦରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି, ମୋଦୀ ସରକାରର କାର୍ଯ୍ୟପନ୍ଥା ଉପରେ ରଖିବେ ଅଭିଭାଷଣ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ପୂର୍ବାହ୍ନରେ ସଂସଦରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ନିଜ ଉଦବୋଧନରେ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ୨ୟ ପାଳିର ଲକ୍ଷ୍ୟ, ନୀତି ଏବଂ ଏଜେଣ୍ଡା ସମ୍ପର୍କରେ କହିବେ। ଏହି ଅଧିବେଶନରେ ଉଭୟ ରାଜ୍ୟସଭା ଏବଂ ଲୋକସଭାର ସାସଂଦମାନେ ଉପସ୍ଥିତ ରହିବେ। ରାଷ୍ଟ୍ରପତିଙ୍କ ସମ୍ବୋଧନ ପରେ ଦୁଇଟି ଯାକ ସଦନରେ କାର୍ଯ୍ୟ ଆରମ୍ଭ ହେବ।

ଏହା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ସଦର ଟେବୁଲ ଉପରେ ରଖାଯିବ। ଏହା ଉପରେ ଶାସକ ଏବଂ ବିରୋଧୀ ସଦସ୍ୟମାନେ ଆଲୋଚନା ପର୍ଯ୍ୟାଲୋଚନା କରିବେ। ରାଷ୍ଟ୍ରପତିଙ୍କ ଏହି ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ମଧ୍ୟ ପ୍ରସ୍ତୁତ କରାଯିବ। ଏହି ଅଧିବେଶନରେ ସଂସଦରେ ଅନେକ ଗୁରୁତ୍ଵପୂର୍ଣ୍ଣ ବିଲ୍‌ ଉପରେ ଆଲୋଚନା ହୋଇପାରେ। ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ସଂସଦର ପ୍ରଥମ ଅଧିବେଶନ ଆରମ୍ଭ ହୋଇଥିଲା। ଏହା ପରେ ଗତ ୧୯ ତାରିଖରେ ଲୋକସଭା ବାଚସ୍ପତି ଭାବେ ସାଂସଦ ସମ ବିର୍ଲା ନିର୍ବାଚିତ ହୋଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories