www.samajalive.in
Monday, December 15, 2025
24.1 C
Bhubaneswar

ଆଇପିଏଲ୍‍ ୨୦୧୮ : ଚେନ୍ନଇ ଓ ମୁମ୍ବଇ ମଧ୍ୟରେ ମୁକାବିଲା

ପୁଣେ : ଆଇପିଏଲ୍‍ କ୍ରିକେଟ୍‍ରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ପୁଣେଠାରେ ରାତି ଆଠଟାରେ ଚେନ୍ନଇ ସୁପରକିଙ୍ଗସ୍‍ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁକାବିଲା ହେବ। ପଏଣ୍ଟ ତାଲିକାର ଶୀର୍ଷରେ ଥିବା ଚେନ୍ନଇ ସୁପରକିଙ୍ଗସ୍‍ ନିଜ ସ୍ଥାନ ବଜାୟ ରଖିବାକୁ ଚେଷ୍ଟା କରିବ । ସେହିପରି ପଏଣ୍ଟ ତାଲିକାର ନିମ୍ନରେ ଥିବା ମୁମ୍ବାଇ ଇଣ୍ଡିଆନ୍ସ ନିଜ ସ୍ଥିତିରେ ଉନ୍ନତି ଆଣିବାକୁ ପ୍ରୟାସ କରିବ। ଚେନ୍ନଇ ସୁପରକିଙ୍ଗସ୍‍ ୬ଟି ମ୍ୟାଚ ଖେଳି ୫ଟିରେ ବିଜୟ ଓ ଗୋଟିଏ ପରାଜୟ ସହ ୧୦ ପଏଣ୍ଟ ପାଇ ପଏଣ୍ଟ ତାଲିକାର ଶୀର୍ଷରେ ରହିଛି। ଅନ୍ୟ ପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ୬ଟି ମ୍ୟାଚ ଖେଳି ଗୋଟିଏ ବିଜୟ ଓ ୫ଟି ପରାଜୟ ସହ ୨ ପଏଣ୍ଟ ପାଇ ପଏଣ୍ଟ ତାଲିକାର ନିମ୍ନରେ ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories