ସମ୍ବଲପୁର : ସମ୍ବଲପୁର ଜିଲା ବରେଇପାଲି ଅଞ୍ଚଳର ଏକ ଗ୍ରୋସେରୀ ଭର୍ତ୍ତି ଗୋଦାମରେ ଗୁରୁବାର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡରେ ଗୋଦାମରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ସେଠାରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Popular Categories



