www.samajalive.in
Sunday, December 7, 2025
26.1 C
Bhubaneswar

ମାଲକାନଗିରି କଲେଜରେ ଯୁକ୍ତ ୩ ପରୀକ୍ଷାରେ ଅବ୍ୟବସ୍ଥା ; ପ୍ରଶ୍ନ ପତ୍ର ପାଇଁ ଦେଢ ଘଣ୍ଟା ବସିଲେ ଛାତ୍ରଛାତ୍ରୀ

ମାଲକାନଗିରି : ମାଲକାନଗିରି ମହାବିଦ୍ୟାଳୟରେ ଯୁକ୍ତ ୩ ପରୀକ୍ଷାରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। ଶୁକ୍ରବାର ତୃତୀୟ ପର୍ୟ୍ୟାୟ ପରୀକ୍ଷା ଥିବା ବେଳେ ନୃତତ୍ତ୍ବ ବିଜ୍ଞାନ ପ୍ରଶ୍ନ ପତ୍ର ନଥିବାରୁ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପ୍ରାୟ ଦେଢ ଘଣ୍ଟା ଧରି ବସି ରହିଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପରୀକ୍ଷାର ପ୍ରାୟ ଦେଢ଼ ଘଣ୍ଟା ବିଳମ୍ବ ପରେ ବିଶ୍ବବିଦ୍ୟାଳୟରୁ ମେଲ୍ ଜରିଆରେ ପ୍ରଶ୍ନ ପତ୍ର ଆସିଥିଲା। ବିଳମ୍ବରେ ପରୀକ୍ଷା ଆରମ୍ଭ ହୋଇଥିବାରୁ ଛାତ୍ରଛାତ୍ରୀଙ୍କୁ ଅଧିକ ଦେଢ଼ ଘଣ୍ଟାର ସମୟ ଦିଆଯିବ ବୋଲି ସୂଚନା ମିଳିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories