ବିଜେଡି ବିଧାୟକ ଦଳର ବୈଠକ ଶେଷ
ଭୁବନେଶ୍ୱର .- ରବିବାରରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ସଙ୍ଘୀୟ ବ୍ୟବସ୍ଥାରେ ସହଯୋଗ ଚାହୁଁଛି । ଗୃହରେ ସମସ୍ତ ଆଲୋଚନା ପାଇଁ ଶାସକ ଦଳ ପ୍ରସ୍ତୁତ ଥିବା କଥା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ବୈଠକରେ ରାଜ୍ୟ ସମ୍ପର୍କରେ ଆଲୋଚନା ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ଏହି ବୈଠକରେ ବିଧାନସଭା ଅଧିବେଶନ ସମୟରେ ଦଳ ବିଭିନ୍ନ ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା ।
Comments are closed.