www.samajalive.in
Friday, December 12, 2025
14.1 C
Bhubaneswar

କନିଷ୍ଠ ଯନ୍ତ୍ରୀଙ୍କୁ ଉଠବସ କରାଇବା ମାମଲା; ବିଧାୟକ ସରୋଜ ମେହେର ଅଟକ

ବଲାଙ୍ଗୀର: ନିମ୍ନମାନର ରାସ୍ତାକାମକୁ ନେଇ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ସର୍ବ ସମ୍ମୁଖରେ ଉଠବସ କରାଇବା ଘଟଣା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଏ ନେଇ କନିଷ୍ଠ ଯନ୍ତ୍ରୀଙ୍କ ପତ୍ନୀଙ୍କ ଏତଲା କ୍ରମେ ପୂର୍ବରୁ ଥାନାରେ ମାମଲା ରୁଜୁ ହୋଇଥିଲା। ପରେ ତାଙ୍କୁ ଗିରଫ କରିବା ଲାଗି ବିଭିନ୍ନ ମହଲରୁ ଦାବି  କରାଯାଉଥିବାବେଳେ ପୁଲିସ ବିଧାୟକଙ୍କୁ ଅଟକ ରଖିଛି। ପୁଲିସ ରବିବାର ରାତିରେ ନୂଆପଡ଼ା ଜିଲାର ସିନାପାଲି ଅଞ୍ଚଳରୁ ବିଧାୟକଙ୍କୁ ଆଣି ଅଟକ ରଖିଛି। ବଲାଙ୍ଗୀରର କୌଣସି ଅଜ୍ଞାତ ସ୍ଥାନରେ ରଖି ବିଧାୟକ ମେହେରଙ୍କୁ ଜେରା କରାଯାଉଥିବା ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories