www.samajalive.in
Wednesday, December 10, 2025
16.1 C
Bhubaneswar

ରେଲଧାରଣାରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଜି.ଆର.ପି. ଫାଣ୍ଡି ଅନ୍ତର୍ଗତ ଲଖନା ଅଞ୍ଚଳରେ ରେଲଧାରଣାରୁ ଜି.ଆର.ପି. ପୁଲିସ ଜଣେ ୩୦ ବର୍ଷିୟା ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର କରିଛି। କୌଣସି ରନିଙ୍ଗ ଟ୍ରେନ ଧକ୍କାରେ ଯୁବକ ଜଣକ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ପୁାଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଥିବା ସୂଚନା ଦେଇଛି। ଯୁବକ ଟ୍ରେନ ଧକ୍କାରେ ମୁଣ୍ଡରେ ଶକ୍ତ ଆଘାତ ହୋଇ ରକ୍ତ ଜୁଡୁବୁଡୁ ହୋଇ ରେଲଧାରଣା ନିକଟରେ ପଡିଥିବା ବେଳେ ଜି.ଆର.ପି. ପୁଲିସ୍‍ ମୃତଦେହ ଜବତ କରିବା ସହ କଣ୍ଟାବାଞ୍ଜି ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଇଥିବା ଏ.ଏସ.ଆଇ. ଉମାକାନ୍ତ ଆଇଚ ସୂଚନା ଦେଇଛନ୍ତି।

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories