www.samajalive.in
Friday, December 12, 2025
16.1 C
Bhubaneswar

‘ଫନୀ’ କ୍ଷତିଗ୍ରସ୍ତ ୫ ଜିଲ୍ଲାର ମଧୁବାବୁ ପେନ୍‌ସନ୍‌ ଉପଭୋକ୍ତାଙ୍କୁ ମାସକର ଅତିରିକ୍ତ ପେନ୍‌ସନ୍‌ ମିଳିବ

ଭୁବନେଶ୍ୱର – ‘ଫନୀ’ ବାତ୍ୟାରେ କ୍ଷତିଗ୍ରସ୍ତ ୫ଟି ଜିଲ୍ଲା ଯଥା-ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାର ମଧୁବାବୁ ପେନ୍‌ସନ୍‌ ଯୋଜନା ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ ଅତିରିକ୍ତ ଭାବରେ ଗୋଟିଏ ମାସର ପେନ୍‌ସନ୍‌ ରାଶି ପ୍ରଦାନ କରାଯିବ । ଏହି ମର୍ମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରସ୍ତାବକୁ ଅନୁମୋଦନ
କରିଛନ୍ତି । ଅତିରିକ୍ତ ପେନ୍‌ସନ୍‌ ବାବଦକୁ ୪୮ କୋଟି ୯୧ ଲକ୍ଷ ୧୧ ହଜାର ୩୭୦ ଟଙ୍କା ମଂଜୁର କରାଯାଇଛି । 

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories