www.samajalive.in
Saturday, December 13, 2025
26.1 C
Bhubaneswar

ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଧନ୍ୟବାଦ ପ୍ରସ୍ତାବ

ନୂଆଦିଲ୍ଲୀ : ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ପ୍ରସ୍ଥାବ ରଖିଛନ୍ତି । ପୁଣିଥରେ ପୂର୍ଣ୍ଣ ବହୁମତ ସହିତ ଦଳ ସରକାରକୁ ଆସିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବିଗତ ୫ବର୍ଷରେ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଗୁଡିକ ଲୋକାଭିମୁଖୀ ହୋଇପାରିଛି ସେଥିପାଇଁ ଜନସାଧାରଣ ପୁଣି ଥରେ ୫ବର୍ଷ ସେବା କରିବା ପାଇଁ ଅନୁମତି ଦେଇଛନ୍ତି। ଲୋକସଭାରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ଅଗ୍ନିବର୍ଷି ଭାଷଣକୁ ବେଶ୍‍ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ଗତ ୫ବର୍ଷରେ ବିଜେପି ସରକାର ଅନେକ ଆହ୍ୱାନକୁ ସାମ୍ନା କରି ଆଗକୁ ବଢିଛି । ଲୋକମାନଙ୍କ ସେବା କରିବା ଆମ ସରକାରର ମୂଳ ଲକ୍ଷ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିଛନ୍ତି ।୧୩୦ କୋଟି ଦେଶବାସୀଙ୍କ ସେବା କରିବା ପାଇଁ ସୁଯୋଗ ପାଇଥିବାରୁ ନିଜକୁ ଭାଗ୍ୟବାନ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories