www.samajalive.in
Monday, December 8, 2025
27.1 C
Bhubaneswar

ଭାରତ ଠାରୁ ପରାଜୟ ପରେ ଆତ୍ମହତ୍ୟା କରିବାକୁ ଚିନ୍ତା କରିଥିଲି : ପାକିସ୍ତାନ ମୁଖ୍ୟ ପ୍ରଶିକ୍ଷକ

ଲଣ୍ଡନ : ଜୁନ ୧୬ ରବିବାରରେ ଭାରତ ଠାରୁ ପରାଜୟ ପରେ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ମିକି ଅର୍ଥର ମାନସିକ ରୂପେ ଭାଙ୍ଗି ପଡ଼ିଥିଲେ। ଏପରିକି ସେ ଆତ୍ମହତ୍ୟା କରିବାକୁ ମନ ବଳାଇଥିବା କଥା ଗଣମାଧ୍ୟମକୁ କହିଛନ୍ତି।
ଆର୍ଥର ଗଣମାଧ୍ୟମକୁ କହିଛନ୍ତି, ଗତ ରବିବାର ମୁଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲି। ଏହା ଏକ ମ୍ୟାଚ୍‌ ଥିଲା। ପୁଣି ବିଶ୍ୱକପ୍‌। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ହାରିଲେ ଲୋକମାନଙ୍କର ଦ୍ୱାରା ସମାଲୋଚନାର ଶିକାର ହେବାକୁ ପଡିଥାଏ। ଗଣମାଧ୍ୟମରେ ଆଲୋଚନା ଓ ସମାଲୋଚନାତ୍ମକ ଖବର ପ୍ରକାଶ ପାଇଥାଏ। ବିଭିନ୍ନ ପ୍ରକାରର ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡିଥାଏ। ଏଣୁ ଭାରତ ଠାରୁ ଆମ ଦଳ ପରାଜୟ ହେବା ପରେ ମୁଁ ଅତ୍ୟନ୍ତ ଭାଙ୍ଗି ପଡ଼ିଥିଲି ଏବଂ ଆତ୍ମହତ୍ୟା କରିବା ପାଇଁ ମନ ବଳାଇଥିଲି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories