www.samajalive.in
Saturday, December 13, 2025
23.1 C
Bhubaneswar

ଉପବାଚସ୍ପତି ନିର୍ବାଚନ ଆଜି : ରଜନୀକାନ୍ତ ସିଂହ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ପଦ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ବୁଧବାର ଗୃହରେ ଏହା ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଏଥିସହ ଆଜି ପ୍ରସ୍ତାବ ନୋଟିସ ବିଧାନସଭା ସଚିବଙ୍କ ନିକଟରେ ଦାଖଲ କରିବାକୁ ସେ କହିଥିଲେ।

ସୂଚନାଯୋଗ୍ୟ ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ରଜନୀକାନ୍ତ ସିଂହଙ୍କୁ ଉପ-ବାଚସ୍ପତି ପ୍ରାର୍ଥୀ କରାଯାଇଛି । ଦଳପକ୍ଷରୁ ଏ ନେଇ ଗତ ୭ ତାରିଖରେ ପ୍ରେସ ବିଜ୍ଞପ୍ତି ଜରିଆରେ ଏହା ଘୋଷଣା କରାଯାଇଥିଲା । ଚଳିତଥରକୁ ମିଶାଇ ଅନୁଗୋଳରୁ ତିନଥର ବିଧାୟକ ଥିବା ରଜନୀକାନ୍ତ ସିଂହ ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିପରିଷଦରେ ଖଣି ଓ ଇସ୍ପାତ ମନ୍ତ୍ରୀ ଥିଲେ ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories