www.samajalive.in
Thursday, December 11, 2025
23.1 C
Bhubaneswar

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବ ପାଇଁ ରାଜ୍ୟସ୍ତରୀୟ ତର୍କ ପ୍ରତିଯୋଗିତା; କନିଷ୍ଠ ବିଭାଗର ବିଷୟବସ୍ତୁ

କଟକ: ଆସନ୍ତାକାଲି (ମଙ୍ଗଳବାର) ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧବାର୍ଷିକୀ ପାଳନର ଅବ୍ୟବହିତ ପୂର୍ବରୁ ଲୋକସେବକ ମଣ୍ଡଳ ଓ ‘ସମାଜ’ ଆନୁକୂଲ୍ୟରେ ସୋମବାର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନରେ ରାଜ୍ୟସ୍ତରୀୟ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । କନିଷ୍ଠ ବିଭାଗରେ ଛାତ୍ରଛାତ୍ରୀଙ୍କ ପାଇଁ ଏହି ପ୍ରତିଯୋଗିତାର ବିଷୟବସ୍ତୁ ହେଉଛି ‘ଗୋପବନ୍ଧୁଙ୍କ ଶିକ୍ଷାନୀତି ଏକବିଂଶ ଶତାବ୍ଦୀରେ ପ୍ରଯୁଜ୍ୟ କି ?’ । ମଧ୍ୟାହ୍ନ ୧୨ ଟାରେ ପ୍ରତିଯୋଗିତା ଆରମ୍ଭ ହେବ।

କନିଷ୍ଠ ବିଭାଗ ପାଇଁ ବିଷୟବସ୍ତୁ:

ଗୋପବନ୍ଧୁଙ୍କ ଶିକ୍ଷାନୀତି ଏକବିଂଶ ଶତାବ୍ଦୀରେ ପ୍ରଯୁଜ୍ୟ କି ?

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories