www.samajalive.in
Sunday, December 14, 2025
26.1 C
Bhubaneswar

ମହିଳାଙ୍କ ନିକଟରୁ ୧.୭୦ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ବ୍ରହ୍ମପୁର ହରିଡଖଣ୍ଡି ଛକସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖା ସମ୍ମୁଖରେ ସୋମବାର ଅପରାହ୍ଣରେ ଜଣେ ମହିଳାଙ୍କ ନିକଟରୁ  ଦୁର୍ବୃତ୍ତମାନେ ୧ ଲକ୍ଷ ୭୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି ।  ମହିଳା ଜଣଙ୍କ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ବେଳେ ବ୍ୟାଙ୍କ ସମ୍ମୁଖରେ ଛପି ରହିଥିବା ଦୁର୍ବୃତ୍ତମାନେ ତାଙ୍କ ଟଙ୍କା ବ୍ୟାଗ ଝାମ୍ପି ବାଇକ ଯୋଗେ ଫେରାର ହୋଇଯାଇଛନ୍ତି । ଖବର ପାଇ ବଡବଜାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories