www.samajalive.in
Saturday, December 6, 2025
14.1 C
Bhubaneswar

ରିଜର୍ଭ ପଡ଼ିଆରେ ଚାଲିଛି ମକଡ଼୍ରିଲ

ପୁରୀ : ଆଉ ଅଳ୍ପ ଦିନ ବାକି ରହିଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତେଣୁ ପୁରୀ ରିଜର୍ଭ ପଡ଼ିଆରେ ମଙ୍ଗଳବାର ପୁଲିସ ମକଡ଼୍ରିଲ ଚାଲିଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଆସନ୍ତା ୪ରଥଯାତ୍ରାରେ ରଥଟଣା ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ପୁରୀ ରିଜର୍ଭ ପଡ଼ିଆରେ ପୁଲିସ ମକଡ଼୍ରିଲ ଚାଲିଛି। ଏଥିରେ ଏଡ଼ିଆଇ, ଆଇଜି ଓ ପୁରୀ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ପଦାଧିକାରୀ ଉପସ୍ଥିତ ରହିଛନ୍ତି। ଟ୍ରାଫିକ , ରଥଟଣା ସୁରକ୍ଷାକୁ ଦୃଷ୍ଟିରେ ରଖାଯାଇଛି। ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏହି ମକଡ଼୍ରିଲ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories