www.samajalive.in
Thursday, December 11, 2025
14.1 C
Bhubaneswar

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୱେବ୍‍ସାଇଟ୍‍ ଉଦ୍‍ଘାଟିତ

ପୁରୀ : ଏଥର ଇଣ୍ଟରନେଟ୍‍ରେ ଉପଲବ୍ଧ ହେବ ଶ୍ରୀକ୍ଷେତ୍ରର ଐତିହ୍ୟ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପର୍କିତ ତଥ୍ୟ। ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ମଙ୍ଗଳବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୱେବ୍‍ସାଇଟ୍‍ ଉଦ୍‍ଘାଟନ କରିଛନ୍ତି। ଏହି ୱେବ୍‍ସାଇଟ୍‍ ଗ୍ଦଷକ୍ସରରହବଶବଦ୍ଭଦ୍ଭବଗ୍ଧଷ.ସଦ୍ଭ ଉଦ୍‍ଘାଟିତ ହୋଇଛି। ଉଦ୍‍ଘାଟନ ସମୟରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର, ଏଡିଜି ସଂଜୀବ ପଣ୍ଡା, ଆଇ.ଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସମେତ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ମାନେ ଉପସ୍ଥିତ ଥିଲେ।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories