www.samajalive.in
Monday, December 15, 2025
24.1 C
Bhubaneswar

ମତ୍ସ୍ୟ ଏବଂ ପଶୁସମ୍ପଦ କ୍ଷେତ୍ରର କୃଷକଙ୍କୁ ମିଳିବ କିଷାନ କ୍ରେଡିଟ୍‍ କାର୍ଡ : ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ : ମତ୍ସ୍ୟ ଏବଂ ପଶୁସମ୍ପଦ ମାଧ୍ୟମରେ ସ୍ବାବଲମ୍ବୀ ହୋଇଥିବା ତଥା ଏହାକୁ ରୋଜଗାରର ମାଧ୍ୟମ ଭାବେ ଗ୍ରହଣ କରିଥିବା କୃଷକମାନଙ୍କୁ କେନ୍ଦ୍ର ସରକାର କିଷାନ କ୍ରେଡିଟ୍‍ କାର୍ଡ ସେବା ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି । ଲୋକସଭାରେ ଏକ ଲିଖିତ ଉତ୍ତର ଦେଇ ମତ୍ସ୍ୟ ଓ ପଶୁସମ୍ପଦ ରାଷ୍ଟ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି । ମଙ୍ଗଳବାର ଲୋକସଭାରେ ଏ ସଂପର୍କୀତ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ,  କିଷାନ କ୍ରେଡିଟ୍‍ କାର୍ଡ ସୁବିଧା ଦ୍ୱାରା ମତ୍ସ୍ୟ, ପଶୁସମ୍ପଦ ବିଶେଷକରି କୁକୁଡ଼ା ଫାର୍ମ ଆଦି କ୍ଷେତ୍ରରେ ନିୟୋଜିତ କୃଷକମାନେ ସେମାନଙ୍କର ବ୍ୟବସାୟ ପାଇଁ ବ୍ୟାଙ୍କ ମାଧ୍ୟମରେ ଅର୍ଥ ପାଇ ପାରିବେ।

Hot this week

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

Related Articles

Popular Categories