www.samajalive.in
Monday, December 8, 2025
13.1 C
Bhubaneswar

ଆସନ୍ତାକାଲି ରଥଯାତ୍ରା ; ରଙ୍ଗବେରଙ୍ଗ ଫୁଲରେ ସୁସଜ୍ଜିତ ଶ୍ରୀମନ୍ଦିର

ପୁରୀ : ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ପାଇଁ ଶ୍ରୀ​କ୍ଷେତ୍ର ପୁରୀ ଚଳଚଞ୍ଚଳ ହୋଇଉଠିଛି । ରଥ,ପଥ ଓ ଭକ୍ତ ସମସ୍ତେ ପ୍ରସ୍ତୁତ । ଅପେକ୍ଷା ଭକ୍ତ ଓ ଭଗବାନଙ୍କ ସେହି ମିଳନ ମୁହୂର୍ତ୍ତକୁ। ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ ବୃଦ୍ଧି ପାଇବାରେ ଲାଗିଛି। ତେବେ ରଥ ଯାତ୍ରା ଅବସରରେ ଶ୍ରୀମନ୍ଦିରକୁ ଏଥର ଫୁଲରେ ସୁସଜ୍ଜିତ କରାଯାଇଛି । ଯାହା ଏବେ ଶ୍ରଦ୍ଧାଳୁ ଓ ଭକ୍ତଙ୍କ ପାଇଁ ଆକ​ର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି । ରଙ୍ଗବେରଙ୍ଗ ଫୁଲ ଶ୍ରୀମନ୍ଦିର ଶୋଭାରେ ଆହୁରି ଚମକ ଆଣି ଦେଇଛି ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories